La Biblia Online

- Anuncios -




ଲୂକ ଲିଖିତ ସୁସମାଚାର 5:7 - ପବିତ୍ର ବାଇବଲ

7 ସେମାନେ ସାହାଯ୍ୟ ନିମନ୍ତେ ଅନ୍ୟ ଡଙ୍ଗାରେ ଥିବା ତାହାଙ୍କର ଅଂଶୀଦାରମାନଙ୍କୁ ଡାକିଲେ। ସାଙ୍ଗମାନେ ଆସିଲେ। ଦୁଇଟି ଯାକ ଡଙ୍ଗା ମାଛରେ ଏତେ ଭର୍ତ୍ତି ହୋଇଗଲା ଯେ ଡଙ୍ଗା ଦୁଇଟି ପ୍ରାୟ ବୁଡ଼ିଯିବାକୁ ଲାଗିଲା।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

7 ସେଥିରେ ସେମାନଙ୍କର ଯେଉଁ ଅଂଶୀଦାରମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ। ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା।

Ver Capítulo Copiar

ଓଡିଆ ବାଇବେଲ

7 ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ । ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା ।

Ver Capítulo Copiar

ପବିତ୍ର ବାଇବଲ (CL) NT (BSI)

7 ତେଣୁ ସେମାନେ ଅନ୍ୟ ନୌକାରେ ଥିବା ସେମାନଙ୍କର ସଙ୍ଗୀମାନଙ୍କୁ ସେମାନଙ୍କୁ ସାହାଯ୍ୟ କରିବା ପାଇଁ ସଙ୍କେତ ଦେଲେ। ସେମାନେ ଆସିଲେ ଓ ଦୁଇଟି ନୌକାକୁ ମାଛରେ ଏପରି ପୂର୍ଣ୍ଣ କଲେ ଯେ ନୌକାଗୁଡ଼ିକ ବୁଡ଼ି ଯିବାର ଆଶଙ୍କା ହେଲା।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ। ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା।

Ver Capítulo Copiar




ଲୂକ ଲିଖିତ ସୁସମାଚାର 5:7

Síguenos en:

Anuncios


Anuncios