La Biblia Online

- Anuncios -




ଲୂକ ଲିଖିତ ସୁସମାଚାର 6:31 - ପବିତ୍ର ବାଇବଲ

31 ଅନ୍ୟ ଲୋକମାନେ ତୁମ୍ଭମାନଙ୍କୁ ଯେଭଳି ବ୍ୟବହାର ଦେଖାନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ଅନ୍ୟମାନଙ୍କୁ ମଧ୍ୟ ସେହିଭଳି ବ୍ୟବହାର ଦେଖାଅ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

31 ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହିପ୍ରକାର କର।

Ver Capítulo Copiar

ଓଡିଆ ବାଇବେଲ

31 ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର ।

Ver Capítulo Copiar

ପବିତ୍ର ବାଇବଲ (CL) NT (BSI)

31 ତୁମ୍ଭେମାନେ ଅନ୍ୟମାନଙ୍କଠାରୁ ଯେପରି ବ୍ୟବହାର ପାଇବାକୁ ଇଚ୍ଛା କର, ସେମାନଙ୍କ ପ୍ରତି ସେହିପରି ବ୍ୟବହାର କର।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର।

Ver Capítulo Copiar




ଲୂକ ଲିଖିତ ସୁସମାଚାର 6:31

Síguenos en:

Anuncios


Anuncios