La Biblia Online

- Anuncios -




ଲୂକ ଲିଖିତ ସୁସମାଚାର 6:4 - ପବିତ୍ର ବାଇବଲ

4 ଦାଉଦ ପରମେଶ୍ୱରଙ୍କ ଘର ଭିତରକୁ ପଶିଲେ। ପରମେଶ୍ୱରଙ୍କୁ ଅର୍ପିତ ହୋଇଥିବା ରୋଟୀ ଉଠେଇ ଆଣି ନିଜେ ଖାଇଥିଲେ ତଥା ସାଥୀମାନଙ୍କୁ ମଧ୍ୟ ଖାଇବାକୁ ଦେଇଥିଲେ। ଏହା ମୋଶାଙ୍କ ଆଦେଶର ବିରୁଦ୍ଧାଚରଣ ଥିଲା। ମୋଶାଙ୍କ ଆଦେଶ ଅନୁସାରେ ଏହି ରୋଟୀ କେବଳ ଯାଜକମାନଙ୍କ ବ୍ୟତୀତ ଅନ୍ୟ କାହାରି ଖାଇବା ଉଚିତ୍ ନୁହେଁ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

4 ସେ କିପରି ଈଶ୍ଵରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଦର୍ଶନୀରୋଟୀ କେବଳ ଯାଜକମାନଙ୍କ ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ଘେନି ଭୋଜନ କରିଥିଲେ, ପୁଣି ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।

Ver Capítulo Copiar

ଓଡିଆ ବାଇବେଲ

4 ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଖାଇବା ନିୟମ ନାହିଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ ।

Ver Capítulo Copiar

ପବିତ୍ର ବାଇବଲ (CL) NT (BSI)

4 ସେ ଈଶ୍ୱରଙ୍କ ଗୃହରେ ପ୍ରବେଶ କରି ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ରୋଟୀ ନିଜେ ଖାଇଲେ ଓ ତାଙ୍କର ଲୋକମାନଙ୍କୁ ମଧ୍ୟ ଦେଲେ। ଅଥଚ ଯାଜକଙ୍କ ବ୍ୟତୀତ ଅନ୍ୟ କେହି ସେ ରୋଟୀ ଖାଇବା ଆମର ବ୍ୟବସ୍ଥା ବିରୁଦ୍ଧ।”

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।”

Ver Capítulo Copiar




ଲୂକ ଲିଖିତ ସୁସମାଚାର 6:4

Síguenos en:

Anuncios


Anuncios