ଲୂକ ଲିଖିତ ସୁସମାଚାର 6:45 - ପବିତ୍ର ବାଇବଲ45 ଜଣେ ଭଲ ଲୋକର ମନ ଭିତରେ ଭଲ ବିଷୟ ସଞ୍ଚିତ ହୋଇ ରହିଥାଏ। ତେଣୁ ତା ମନ ଭିତରୁ ଭଲ ବିଷୟ ବାହାରିଥାଏ। କିନ୍ତୁ ଗୋଟିଏ ଖରାପ ଲୋକର ମନ ଭିତରେ ଖରାପ ବିଷୟ ସଞ୍ଚିତ ହୋଇ ରିହଥାଏ। ତେଣୁ ତା’ ମନ ଭିତରୁ ଖରାପ ବିଷୟ ବାହାରିଥାଏ। ଜଣେ ଲୋକର ମନ ଭିତରେ ଯାହା ଥାଏ, ସେ ତାହା କହିଥାଏ। Ver Capítuloପବିତ୍ର ବାଇବଲ (Re-edited) - (BSI)45 ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ତାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି ମନ୍ଦ ଲୋକ ମନ୍ଦ ଭଣ୍ତାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ। Ver Capítuloଓଡିଆ ବାଇବେଲ45 ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ । Ver Capítuloପବିତ୍ର ବାଇବଲ (CL) NT (BSI)45 ଧାର୍ମିକ ଲୋକ ନିଜ ହୃଦୟରେ ସଞ୍ଚିତ ଉତ୍ତମ ଭଣ୍ଡାରରୁ ଉତ୍ତମ ବିଷୟ ବାହାର କରି ଆଣେ ଏବଂ ଅଧାର୍ମିକ ଲୋକ ତା’ ଭଣ୍ଡାରରୁ ମନ୍ଦ ବିଷୟ ବାହାର କରେ। କାରଣ ହୃଦୟ ଯେଉଁ ବିଷୟରେ ପୂର୍ଣ୍ଣ, ମୁଖ ତାହା ପ୍ରକାଶ କରେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ। Ver Capítulo |