ଲୂକ ଲିଖିତ ସୁସମାଚାର 6:9 - ପବିତ୍ର ବାଇବଲ9 ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଗ୍ଭରୁଛି ବିଶ୍ରାମବାରରେ କାହାରି ମଙ୍ଗଳ କରିବା ନା କାହାରି କ୍ଷତି କରିବା ଉଚିତ୍? କାହାରି ଜୀବନ ରକ୍ଷା କରିବା ଉଚିତ୍ ନା କାହାରି ଜୀବନ ନଷ୍ଟ କରିବା।” Ver Capítuloପବିତ୍ର ବାଇବଲ (Re-edited) - (BSI)9 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାବାରରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା? Ver Capítuloଓଡିଆ ବାଇବେଲ9 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାରରେ କ'ଣ କରିବା ଉଚିତ ? ଭଲ କରିବା ନା ମନ୍ଦ କରିବା ? ଜୀବନ ରକ୍ଷା କରିବା ନା ବିନାଶ କରିବା ? Ver Capítuloପବିତ୍ର ବାଇବଲ (CL) NT (BSI)9 ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ପଚାରୁଛି, ବିଶ୍ରାମବାରରେ କ’ଣ କରିବା ବିଧିସଙ୍ଗତ? ଉପକାର କରିବା ନା କ୍ଷତି କରିବା? ମନୁଷ୍ୟର ଜୀବନ ରକ୍ଷା କରିବା ନା ନଷ୍ଟ କରିବା? Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ଜୀବନ ରକ୍ଷା କରିବା ନା ବିନାଶ କରିବା?” Ver Capítulo |