ମଲାଖୀ 3:1 - ପବିତ୍ର ବାଇବଲ1 ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ରେରଣ କରିବା। ଆଉ ଦେଖ ତୁମ୍ଭେମାନେ ଯେଉଁ ପ୍ରଭୁଙ୍କୁ ଅନ୍ୱେଷଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚୟ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷୟରେ ସନ୍ତୁଷ୍ଟ ସେ ଆସୁଛନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)1 ଦେଖ, ଆମ୍ଭେ ଆପଣା ଦୂତକୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ଵେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ଦୂତଠାରେଅ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Ver Capítuloଓଡିଆ ବାଇବେଲ1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Ver Capítulo |