ମୀଖା 2:3 - ପବିତ୍ର ବାଇବଲ3 ଏଥିପାଇଁ ସଦାପ୍ରଭୁ କୁହନ୍ତି, “ଦେଖ, ଏହି ପରିବାର ବିରୁଦ୍ଧରେ ମୁଁ ଅମଙ୍ଗଳ ଚିନ୍ତା କରୁଛି। ତୁମ୍ଭେମାନେ ନିଜକୁ ରକ୍ଷା କରିବାକୁ ସମର୍ଥ ହେବ ନାହିଁ। ତୁମ୍ଭେମାନେ ଗର୍ବର ସହିତ ବହୁ ଦୂର ଗ୍ଭଲିଯାଇପାରିବ ନାହିଁ। କାରଣ, ଦୁଃସମୟ ଆସୁଅଛି। Ver Capítuloପବିତ୍ର ବାଇବଲ (Re-edited) - (BSI)3 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲିବାକୁ ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ। Ver Capítuloଓଡିଆ ବାଇବେଲ3 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ। Ver Capítulo |