ମୀଖା 4:5 - ପବିତ୍ର ବାଇବଲ5 ଅନ୍ୟ ଗୋଷ୍ଠୀର ଲୋକମାନେ ସେମାନଙ୍କର ନିଜର ଦେବତାମାନଙ୍କୁ ଅନୁସରଣ କରିବେ। କିନ୍ତୁ ଆମ୍ଭେମାନେ ଚିରକାଳ ସଦାପ୍ରଭୁ ପରମେଶ୍ୱରଙ୍କର ଅନୁଗାମୀ ହେବା। Ver Capítuloପବିତ୍ର ବାଇବଲ (Re-edited) - (BSI)5 କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳଯାଏ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମରେ ଚାଲିବା। Ver Capítuloଓଡିଆ ବାଇବେଲ5 କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା। Ver Capítulo |