ମୀଖା 4:8 - ପବିତ୍ର ବାଇବଲ8 ପୁଣି ହେ ପଲର ଦୁର୍ଗ, ତୁମ୍ଭର ସମୟ ଆସିବ। ସିୟୋନ କନ୍ୟା, ପର୍ବତରେ ତୁମ୍ଭେ ପୁନର୍ବାର ଶାସନ ଗାଦିରେ ରହିବ। ଆଉ ଅତୀତ ପରି ଯିରୁଶାଲମ ଗୋଟିଏ ଶକ୍ତିଶାଳୀ ରାଜ୍ୟ ହେବ।” Ver Capítuloପବିତ୍ର ବାଇବଲ (Re-edited) - (BSI)8 ପୁଣି, ହେ ପଲର ଦୁର୍ଗ, ହେ ସିୟୋନ କନ୍ୟାର ଗିରି, ତାହା ତୁମ୍ଭ ନିକଟକୁ ଆସିବ, ହଁ ପୂର୍ବ କାଳର ରାଜ୍ୟ, ଯିରୂଶାଲମ କନ୍ୟାର ରାଜ୍ୟ ଆସିବ। Ver Capítuloଓଡିଆ ବାଇବେଲ8 ପୁଣି, ହେ ପଲର ଦୁର୍ଗ, ହେ ସିୟୋନ କନ୍ୟାର ଗିରି, ତାହା ତୁମ୍ଭ ନିକଟକୁ ଆସିବ, ହଁ ପୂର୍ବ କାଳର ରାଜ୍ୟ, ଯିରୂଶାଲମ କନ୍ୟାର ରାଜ୍ୟ ଆସିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ହେ ପଲର ଦୁର୍ଗ, ହେ ସିୟୋନ କନ୍ୟାର ଗିରି, ତାହା ତୁମ୍ଭ ନିକଟକୁ ଆସିବ, ହଁ ପୂର୍ବକାଳର ରାଜ୍ୟ, ଯିରୂଶାଲମ କନ୍ୟାର ରାଜ୍ୟ ଆସିବ। Ver Capítulo |