ମୀଖା 6:15 - ପବିତ୍ର ବାଇବଲ15 ତୁମ୍ଭେ ଯଦିଓ ଶସ୍ୟ ବୁଣିବ କିନ୍ତୁ ଫସଲ ଅମଳ କରିବ ନାହିଁ। ତୁମ୍ଭେ ଅଲିଭ ଫଳ ପେଷିବ ମାତ୍ର ତୈଳ ମର୍ଦ୍ଦନ ପାଇଁ ପାଇବ ନାହିଁ। ଯଦିଓ ଦ୍ରାକ୍ଷାଫଳ ପେଷିବ, ଦ୍ରାକ୍ଷାରସ ପାନୀୟ ପାଇଁ ପାଇବ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତ ଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ। Ver Capítuloଓଡିଆ ବାଇବେଲ15 ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତ ଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ। Ver Capítulo |