La Biblia Online

- Anuncios -




ମୀଖା 7:10 - ପବିତ୍ର ବାଇବଲ

10 ମୋର ଶତ୍ରୁ କହୁଥିଲେ, “ତୁମ୍ଭର ସଦାପ୍ରଭୁ ପରମେଶ୍ୱର କେଉଁଠାରେ ଅଛନ୍ତି?” ମାତ୍ର ଯେତେବେଳେ ସେ ଏହା ଦେଖିବ ସେ ଲଜ୍ଜିତ ହେବ। ସେତେବେଳେ ମୁଁ ଶତ୍ରୁକୁ ଉପହାସ କରିବି। ଲୋକମାନେ ପଥର କାଦୁଅ ପରି ତାକୁ ଦଳିବେ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।

Ver Capítulo Copiar

ଓଡିଆ ବାଇବେଲ

10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।

Ver Capítulo Copiar




ମୀଖା 7:10

Síguenos en:

Anuncios


Anuncios