La Biblia Online

- Anuncios -




ଗଣନା ପୁସ୍ତକ 10:35 - ପବିତ୍ର ବାଇବଲ

35 ପୁଣି ପବିତ୍ର ସିନ୍ଦୁକ ଅଗ୍ରସର ହେବା ବେଳେ ମୋଶା କହନ୍ତି, “ସଦାପ୍ରଭୁ ଉଠ, ପୁଣି ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହୁଅନ୍ତୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।”

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

35 ପୁଣି ସିନ୍ଦୁକ ଅଗ୍ରସର ହେବା ବେଳେ ମୋଶା କହନ୍ତି, ସଦାପ୍ରଭୋ, ଉଠ, ପୁଣି ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।

Ver Capítulo Copiar

ଓଡିଆ ବାଇବେଲ

35 ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୁ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୋ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।”

Ver Capítulo Copiar




ଗଣନା ପୁସ୍ତକ 10:35

Síguenos en:

Anuncios


Anuncios