ଗଣନା ପୁସ୍ତକ 11:28 - ପବିତ୍ର ବାଇବଲ28 ତହିଁରେ ନୂନର ପୁତ୍ର ଯିହୋଶୂୟ ମୋଶାଙ୍କୁ କହିଲେ, “ହେ ମୋହର ମୁନିବ ମୋଶା, ସେମାନଙ୍କୁ ସ୍ଥଗିତ କରନ୍ତୁ।” ଯିହୋଶୂୟ ଯୁବକ ସମୟରୁ ମୋଶାଙ୍କର ଜଣେ ମନୋନୀତ ସହକାରୀ ଥିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)28 ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ। Ver Capítuloଓଡିଆ ବାଇବେଲ28 ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।” Ver Capítulo |