ଗଣନା ପୁସ୍ତକ 12:2 - ପବିତ୍ର ବାଇବଲ2 ସେମାନେ କହିଲେ, “ସଦାପ୍ରଭୁ କ’ଣ ମୋଶାଙ୍କ ସହିତ କେବଳ କଥା କହିଅଛନ୍ତି? ସେ କ’ଣ ଆମ୍ଭମାନଙ୍କ ସହିତ କଥା କହି ନାହାନ୍ତି?” ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)2 ସେମାନେ କହିଲେ, ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ?। Ver Capítuloଓଡିଆ ବାଇବେଲ2 ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି ? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି ? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି?” ମାତ୍ର ଏ କଥା ସଦାପ୍ରଭୁ ଶୁଣିଲେ। Ver Capítulo |