ଗଣନା ପୁସ୍ତକ 13:21 - ପବିତ୍ର ବାଇବଲ21 ତେଣୁ ସେମାନେ ସୀନ ମରୁଭୂମିରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)21 ଏଣୁ ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ହମାତରପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ। Ver Capítuloଓଡିଆ ବାଇବେଲ21 ଏଣୁ ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଣୁ ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ। Ver Capítulo |