ଗଣନା ପୁସ୍ତକ 13:32 - ପବିତ୍ର ବାଇବଲ32 ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ ଇସ୍ରାଏଲର ଲୋକମାନଙ୍କ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଯେଉଁ ଦେଶର ମଧ୍ୟଦେଇ ଆମ୍ଭେମାନେ ଯାତ୍ରା କଲୁ, ତାହା ନିଜର ଅଧିବାସୀମାନଙ୍କୁ ଗ୍ରାସ କଲା। ଆମ୍ଭେମାନେ ଯେତେ ଲୋକଙ୍କୁ ସେଠାରେ ଦେଖିଲୁ ସେମାନେ ବଡ଼ ଡେଙ୍ଗା। Ver Capítuloପବିତ୍ର ବାଇବଲ (Re-edited) - (BSI)32 ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ଵନିବାସୀମାନଙ୍କୁ ଗ୍ରାସ କରେ, ପୁଣି ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା। Ver Capítuloଓଡିଆ ବାଇବେଲ32 ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା। Ver Capítulo |