La Biblia Online

- Anuncios -

ଗଣନା ପୁସ୍ତକ 14:24 - ପବିତ୍ର ବାଇବଲ

24 ମାତ୍ର ଆମ୍ଭର ସେବକ କାଲେବ ସେମାନଙ୍କଠାରୁ ଭିନ୍ନ। ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି। ଏଣୁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

24 ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।

Ver Capítulo Copiar

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।

Ver Capítulo Copiar

ଗଣନା ପୁସ୍ତକ 14:24

Síguenos en:

Anuncios

Anuncios