ଗଣନା ପୁସ୍ତକ 15:21 - ପବିତ୍ର ବାଇବଲ21 ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ଦଳା ଅଟାର ଏକ ଅଂଶ ଉତ୍ସର୍ଗ କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ। Ver Capítuloଓଡିଆ ବାଇବେଲ21 ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ। Ver Capítulo |