ଗଣନା ପୁସ୍ତକ 15:3 - ପବିତ୍ର ବାଇବଲ3 ତୁମ୍ଭମାନଙ୍କ ପ୍ରତିଜ୍ଞା ପୂରଣ କରିବା ପାଇଁ କିମ୍ବା ସ୍ୱେଚ୍ଛାଦତ୍ତ ଉପହାର ପାଇଁ କିମ୍ବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମବଳି ଉତ୍ସର୍ଗ କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)3 ପୁଣି ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ; Ver Capítuloଓଡିଆ ବାଇବେଲ3 ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ; Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ; Ver Capítulo |