ଗଣନା ପୁସ୍ତକ 16:49 - ପବିତ୍ର ବାଇବଲ49 କୋରହର କଥା ହେତୁ ମରିଥିବା ଲୋକଙ୍କୁ ଛାଡ଼ି 14,700 ଲୋକ ଏହି ମହାମାରୀରେ ମଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)49 ଯେଉଁମାନେ କୋରହର କଥା ହେତୁରୁ ମରିଥିଲେ, ସେମାନଙ୍କ ଛଡ଼ା ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ। Ver Capítuloଓଡିଆ ବାଇବେଲ49 ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ। Ver Capítulo |