ଗଣନା ପୁସ୍ତକ 4:14 - ପବିତ୍ର ବାଇବଲ14 ଆଉ ତା'ଉପରେ ସେମାନେ ଅଙ୍ଗାରଧାନୀ, ତସଲା, କଣ୍ଟା କୋଦାଳ, ଗହୀରା ପାତ୍ର ପ୍ରଭୃତି ଯଜ୍ଞବେଦିରେ ସେବାର୍ଥକ ସମସ୍ତ ପାତ୍ର ରଖିବେ। ତହୁଁ ସେମାନେ ତା'ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଏବଂ କଡ଼ା ମଧ୍ୟରେ ସାଙ୍ଗୀ ଲଗାଇବେ। Ver Capítuloପବିତ୍ର ବାଇବଲ (Re-edited) - (BSI)14 ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ ଓ କରଚୁଲି ଓ କୁଣ୍ତ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ। Ver Capítuloଓଡିଆ ବାଇବେଲ14 ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ। Ver Capítulo |