ଗଣନା ପୁସ୍ତକ 7:10 - ପବିତ୍ର ବାଇବଲ10 ଅଧିପତିଗଣ ମଧ୍ୟ ଦାନ କଲେ, ଯେତେବେଳେ ମୋଶା ଯଜ୍ଞବେଦି ଉତ୍ସର୍ଗ କଲେ ଅର୍ଥାତ୍ ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)10 ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ। Ver Capítuloଓଡିଆ ବାଇବେଲ10 ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ। Ver Capítulo |