ଗଣନା ପୁସ୍ତକ 9:5 - ପବିତ୍ର ବାଇବଲ5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ଗୋଧୂଳି ସମୟରେ ସୀନୟ ମରୁଭୂମିରେ ନିସ୍ତାରପର୍ବ ପାଳନ କଲେ, ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ ତଦନୁସାରେ ଇସ୍ରାଏଲର ଲୋକମାନେ ସବୁ କାର୍ଯ୍ୟ କଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ବେଳେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ। Ver Capítuloଓଡିଆ ବାଇବେଲ5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ ସବୁ କର୍ମ କଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ। Ver Capítulo |