La Biblia Online

- Anuncios -




ଫିଲୀମନ 1:16 - ପବିତ୍ର ବାଇବଲ

16 ଦାସ ହେବା ପାଇଁ ନୁହେଁ, ବରଂ ଦାସଠାରୁ ବଳି ଏକ ପ୍ରିୟ ଭାଇ ଭଳି। ମୁଁ ତାହାକୁ ବହୁତ ଭଲ ପାଏ। କିନ୍ତୁ ତୁମ୍ଭେ ଆହୁରି ଅଧିକ ଭଲ ପାଇବ। ତୁମ୍ଭେ ତାହାକୁ ଜଣେ ମଣିଷ ଓ ପ୍ରଭୁଙ୍କଠାରେ ଜଣେ ଭାଇ ଭଳି ଭଲ ପାଇବ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

16 ବିଶେଷରେ ସେ ମୋହର ଜଣେ ପ୍ରିୟ ଭ୍ରାତା, ଅତଏବ, ଶରୀରରେ ଓ ମଧ୍ୟ ପ୍ରଭୁଙ୍କଠାରେ ତୁମ୍ଭ ପ୍ରତି ଅବା କେତେ ଅଧିକ ପ୍ରିୟ ନ ହେବ।

Ver Capítulo Copiar

ଓଡିଆ ବାଇବେଲ

16 ବିଶେଷରେ ସେ ମୋହର ଜଣେ ପ୍ରିୟ ଭାଇ, ଅତଏବ, ପ୍ରଭୁଙ୍କଠାରେ ଓ ଶାରୀରିକ ଭାବରେ ସେ ତୁମ୍ଭ ଓ ମୋ ପ୍ରତି କେତେ ଅଧିକ ପ୍ରିୟ ନ ହେବ ।

Ver Capítulo Copiar

ପବିତ୍ର ବାଇବଲ (CL) NT (BSI)

16 କିନ୍ତୁ ମନେରଖ, ସେ ଏବେ କେବଳ ଏକ କ୍ରୀତଦାସ ନୁହେଁ। ଖ୍ରୀଷ୍ଟଙ୍କ ବିଶ୍ୱାସୀ ସ୍ୱରୂପେ ସେ ଏବେ ଆମର ଜଣେ ଭାଇ। ମୋ’ ଦୃଷ୍ଟିରେ ବର୍ତ୍ତମାନ ସେ କେଡ଼େ ଉପକାରୀ! ତୁମର ଜଣେ ଦାସ ଓ ଖ୍ରୀଷ୍ଟବିଶ୍ୱାସୀ ଭାଇ ସ୍ୱରୂପେ ସେ ତୁମ ପାଇଁ ଆହୁରି କେଡ଼େ ଉପକାରୀ ନ ହେବ!

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ବିଶେଷ ଭାବରେ ସେ ମୋହର ଜଣେ ପ୍ରିୟ ଭାଇ, ଅତଏବ, ପ୍ରଭୁଙ୍କଠାରେ ଓ ଶାରୀରିକ ଭାବରେ ସେ ତୁମ୍ଭ ଓ ମୋ ପ୍ରତି କେତେ ଅଧିକ ପ୍ରିୟ ନ ହେବ।

Ver Capítulo Copiar




ଫିଲୀମନ 1:16

Síguenos en:

Anuncios


Anuncios