La Biblia Online

- Anuncios -




ଫିଲୀମନ 1:21 - ପବିତ୍ର ବାଇବଲ

21 ମୁଁ ଯାହା କହିଛି, ସେଗୁଡ଼ିକ କରିବ ବୋଲି ଜାଣି ମୁଁ ଏହି ଚିଠି ଲେଖୁଛି। ମୁଁ ଜାଣେ ଯେ ମୁଁ ଯେତିକି କହେ, ତୁମ୍ଭେ ତା'ଠାରୁ ଅଧିକ କରିବ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭର ଆଜ୍ଞାବହତାରେ ମୋହର ବିଶ୍ଵାସ ଥିବାରୁ ମୁଁ ତୁମ୍ଭକୁ ଲେଖୁଅଛି; ମୁଁ ଜାଣେ ଯେ, ମୁଁ ଯାହା କହୁଅଛି, ତୁମ୍ଭେ ତାʼଠାରୁ ଅଧିକ ମଧ୍ୟ କରିବ।

Ver Capítulo Copiar

ଓଡିଆ ବାଇବେଲ

21 ତୁମ୍ଭର ଆଜ୍ଞାବହତାରେ ମୋହର ବିଶ୍ୱାସ ଥିବାରୁ ମୁଁ ତୁମ୍ଭକୁ ଲେଖୁଅଛି; ମୁଁ ଜାଣେ ଯେ, ମୁଁ ଯାହା କହୁଅଛି, ତୁମ୍ଭେ ତା'ଠାରୁ ଅଧିକ ମଧ୍ୟ କରିବ ।

Ver Capítulo Copiar

ପବିତ୍ର ବାଇବଲ (CL) NT (BSI)

21 ତୁମେ ମୋର ଅନୁରୋଧ ରକ୍ଷା କରିବ ବୋଲି ନିଶ୍ଚିତଭାବେ ଜାଣି, ମୁଁ ଏ ପତ୍ର ଲେଖୁଛି। ବାସ୍ତବିକ ମୁଁ ଜାଣେ, ତୁମଠାରୁ ମୁଁ ଯେତିକି ଅପେକ୍ଷା କରୁଛି, ତୁମେ ମୋ’ ପାଇଁ ତା’ଠାରୁ ଅଧିକ କରିବ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭର ଆଜ୍ଞାବହତାରେ ମୋହର ବିଶ୍ୱାସ ଥିବାରୁ ମୁଁ ତୁମ୍ଭକୁ ଲେଖୁଅଛି; ମୁଁ ଜାଣେ ଯେ, ମୁଁ ଯାହା କହୁଅଛି, ତୁମ୍ଭେ ତାʼ ଠାରୁ ଅଧିକ ମଧ୍ୟ କରିବ।

Ver Capítulo Copiar




ଫିଲୀମନ 1:21

Síguenos en:

Anuncios


Anuncios