ଫିଲୀମନ 1:6 - ପବିତ୍ର ବାଇବଲ6 ଖ୍ରୀଷ୍ଟଙ୍କଠାରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ୱାସର ସହଭାଗିତା ତୁମ୍ଭକୁ ସାହାଯ୍ୟ କରିବ ବୋଲି ମୁଁ ପ୍ରାର୍ଥନା କରେ। Ver Capítuloପବିତ୍ର ବାଇବଲ (Re-edited) - (BSI)6 ଯେପରି ତୁମ୍ଭ ବିଶ୍ଵାସର ସହଭାଗିତା, ଆମ୍ଭମାନଙ୍କୁ ଦତ୍ତ ସମସ୍ତ ଉତ୍ତମ ବିଷୟ ସମ୍ଵନ୍ଧୀୟ ଜ୍ଞାନ ଦ୍ଵାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ। Ver Capítuloଓଡିଆ ବାଇବେଲ6 ଯେପରି ତୁମ୍ଭ ବିଶ୍ୱାସର ସହଭାଗିତା, ଆମ୍ଭମାନଙ୍କୁ ଦତ୍ତ ସମସ୍ତ ଉତ୍ତମ ବିଷୟ ସମ୍ବନ୍ଧୀୟ ଜ୍ଞାନ ଦ୍ୱାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ । Ver Capítuloପବିତ୍ର ବାଇବଲ (CL) NT (BSI)6 ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତହେବା ଦ୍ୱାରା ଆମେ ଜୀବନରେ ଯେଉଁ ସମସ୍ତ ଆଶୀର୍ବାଦ ପାଇଛୁ, ଖ୍ରୀଷ୍ଟବିଶ୍ୱାସୀ ଭାବରେ ତୁମ ସହିତ ଆମର ସାହସଚର୍ଯ୍ୟ ସେ ସବୁର ଗଭୀର ତାତ୍ପର୍ଯ୍ୟ ବୁଝିବା ପାଇଁ ତୁମକୁ ସାହାଯ୍ୟ କରୁ ଏହା ମୋର ପ୍ରାର୍ଥନା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେପରି ତୁମ୍ଭ ବିଶ୍ୱାସର ସହଭାଗିତା, ଆମ୍ଭମାନଙ୍କୁ ଦିଆଯାଇଥିବା ସମସ୍ତ ଉତ୍ତମ ବିଷୟ ସମ୍ବନ୍ଧୀୟ ଜ୍ଞାନ ଦ୍ୱାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ। Ver Capítulo |