ଫିଲିପୀୟ 1:26 - ପବିତ୍ର ବାଇବଲ26 ଯଦି ମୁଁ ତୁମ୍ଭ ପାଖକୁ ଫେରିଯାଏ, ତେବେ ଏହା ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋ’ ପାଇଁ ତୁମ୍ଭର ଅଧିକ ଗର୍ବର କାରଣ ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)26 ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ଵାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ। Ver Capítuloଓଡିଆ ବାଇବେଲ26 ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋ' ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ । Ver Capítuloପବିତ୍ର ବାଇବଲ (CL) NT (BSI)26 ତାହାହେଲେ, ତୁମ୍ଭେମାନେ ଜୀବନରେ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ମୋ’ ପାଇଁ ଅଧିକ ଗର୍ବ ଅନୁଭବ କରିପାରିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ। Ver Capítulo |