ଫିଲିପୀୟ 2:20 - ପବିତ୍ର ବାଇବଲ20 ତୀମଥିଙ୍କ ଭଳି ମୋ’ ପାଖରେ ଆଉ କେହି ଲୋକ ନାହାନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)20 କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ। Ver Capítuloଓଡିଆ ବାଇବେଲ20 କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାଙ୍କ ବିନା ମୋ' ନିକଟରେ ଆଉ କେହି ନାହିଁ । Ver Capítuloପବିତ୍ର ବାଇବଲ (CL) NT (BSI)20 କେବଳ ତାଙ୍କର ମୋ’ ପରି ମନୋଭାବ ଓ ସେ ପ୍ରକୃତରେ ତୁମ୍ଭମାନଙ୍କ ପ୍ରତି ମନୋଯୋଗୀ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାହାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ। Ver Capítulo |