ଫିଲିପୀୟ 3:4 - ପବିତ୍ର ବାଇବଲ4 ଯଦିଓ ମୁଁ ନିଜ ଶକ୍ତିରେ ବିଶ୍ୱାସ ରଖି ପାରିବି ତଥାପି ମୁଁ ନିଜ ଶକ୍ତି ଉପରେ ବିଶ୍ୱାସ ରଖୁ ନାହିଁ। ଯଦି କୌଣସି ଲୋକ ଭାବେ ଯେ ନିଜ ଉପରେ ବିଶ୍ୱାସ କରିବାର ତା'ର କାରଣ ଅଛି, ତା'ହେଲେ ମୁଁ କହିବି ଯେ ତା’ ଅପେକ୍ଷା ମୋର ନିଜ ଉପରେ ବିଶ୍ୱାସ କରିବା ପାଇଁ ଅଧିକ କାରଣ ଅଛି। ଏହା ସେ ଜାଣିବା ଉଚିତ୍। Ver Capítuloପବିତ୍ର ବାଇବଲ (Re-edited) - (BSI)4 ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରି ପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରି ପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରି ପାରେ; Ver Capítuloଓଡିଆ ବାଇବେଲ4 ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରି ପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରି ପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରିପାରେ; Ver Capítuloପବିତ୍ର ବାଇବଲ (CL) NT (BSI)4 ଅବଶ୍ୟ ସେ ସବୁ ଉପରେ ଆସ୍ଥା ରଖିବା ମୋ’ ପକ୍ଷରେ ଯଥାର୍ଥ ହୁଅନ୍ତା। ଯଦି କେହି ବାହ୍ୟିକ ରୀତିନୀତିର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇପାରେ, ସେପରି କରିବା ପାଇଁ ମୋର ଯଥେଷ୍ଟ କାରଣ ଅଛି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରିପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରିପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରିପାରେ; Ver Capítulo |