La Biblia Online

- Anuncios -




ହିତୋପଦେଶ 11:26 - ପବିତ୍ର ବାଇବଲ

26 ଜଣେ ବ୍ୟକ୍ତି ଯିଏ ତା'ର ଶସ୍ୟ ବିକ୍ରୀ କରିବାକୁ ମନ କରେ, ତାହାକୁ ଲୋକମାନେ ଅଭିଶାପ ଦେବେ। କିନ୍ତୁ ଯେକେହି ଶସ୍ୟ ବିକ୍ରୟ କରେ ଇଚ୍ଛା ଏବଂ ନ୍ୟାୟ ସହିତ ତା'ର ମସ୍ତକକୁ ଆଶୀର୍ବାଦ ମିଳେ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

26 ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ।

Ver Capítulo Copiar

ଓଡିଆ ବାଇବେଲ

26 ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ।

Ver Capítulo Copiar




ହିତୋପଦେଶ 11:26

Síguenos en:

Anuncios


Anuncios