ହିତୋପଦେଶ 11:6 - ପବିତ୍ର ବାଇବଲ6 ସତ୍ୟପ୍ରିୟ ଲୋକମାନଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ। କିନ୍ତୁ ବିଶ୍ୱାସଘାତକ ଲୋକ ସେମାନଙ୍କ ଅଭିଳାଷ ଦ୍ୱାରା ଧରା ପଡ଼ିବେ। Ver Capítuloପବିତ୍ର ବାଇବଲ (Re-edited) - (BSI)6 ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ଵାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ। Ver Capítuloଓଡିଆ ବାଇବେଲ6 ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ। Ver Capítulo |