ହିତୋପଦେଶ 12:8 - ପବିତ୍ର ବାଇବଲ8 ସେ କହୁଥିବା ଜ୍ଞାନ କଥା ପାଇଁ ମନୁଷ୍ୟ ପ୍ରଶଂସିତ ହେବ। କିନ୍ତୁ ସେହି ମନୁଷ୍ୟ ଯାହାର ହୃଦୟ ଦୁଷ୍ଟ ଓ ଜିଦ୍ଖୋର ତାକୁ ଲୋକମାନେ ତୁଚ୍ଛ ବୋଲି ଭାବିବେ। Ver Capítuloପବିତ୍ର ବାଇବଲ (Re-edited) - (BSI)8 ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ। Ver Capítuloଓଡିଆ ବାଇବେଲ8 ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ। Ver Capítulo |