ହିତୋପଦେଶ 14:12 - ପବିତ୍ର ବାଇବଲ12 ମନୁଷ୍ୟର ଦୃଷ୍ଟିରେ ଯେକୌଣସି ପଥ ସରଳ ଦେଖାଯାଏ ତାହା ଶେଷରେ ମୃତ୍ୟୁର ପଥ ହୋଇଥାଏ। Ver Capítuloପବିତ୍ର ବାଇବଲ (Re-edited) - (BSI)12 ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ। Ver Capítuloଓଡିଆ ବାଇବେଲ12 ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁୁର ପଥ ଥାଏ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ। Ver Capítulo |