ହିତୋପଦେଶ 14:18 - ପବିତ୍ର ବାଇବଲ18 ଅନଭିଜ୍ଞ ଲୋକମାନେ ନିର୍ବୋଧ ହୋଇ ରହିବେ। କିନ୍ତୁ ଜ୍ଞାନୀ ଲୋକମାନେ ଜ୍ଞାନରେ ବିଭୂଷିତ ହେବେ। Ver Capítuloପବିତ୍ର ବାଇବଲ (Re-edited) - (BSI)18 ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପାʼନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି। Ver Capítuloଓଡିଆ ବାଇବେଲ18 ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପା’ନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପାʼନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି। Ver Capítulo |