ହିତୋପଦେଶ 14:29 - ପବିତ୍ର ବାଇବଲ29 ଯେ କ୍ରୋଧରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ଯିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ। Ver Capítuloପବିତ୍ର ବାଇବଲ (Re-edited) - (BSI)29 ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ (ଧ୍ଵଜା) ଟେକେ। Ver Capítuloଓଡିଆ ବାଇବେଲ29 ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ। Ver Capítulo |