ହିତୋପଦେଶ 22:17 - ପବିତ୍ର ବାଇବଲ17 ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ, ମୁଁ ଯାହା ଶିକ୍ଷା ଦିଏ ଆପଣା ମନ ଲଗାଅ। Ver Capítuloପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ; ପୁଣି, ମୋʼ ବିଦ୍ୟାରେ ଆପଣା ମନ ଲଗାଅ। Ver Capítuloଓଡିଆ ବାଇବେଲ17 ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ; ପୁଣି, ମୋ’ ବିଦ୍ୟାରେ ଆପଣା ମନ ଲଗାଅ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ; ପୁଣି, ମୋʼ ବିଦ୍ୟାରେ ଆପଣା ମନ ଲଗାଅ। Ver Capítulo |