La Biblia Online

- Anuncios -




ହିତୋପଦେଶ 23:21 - ପବିତ୍ର ବାଇବଲ

21 ମାତାଲମାନେ ଓ ପେଟୁ ଦରିଦ୍ର ପୀଡ଼ିତ ହେବ। ପୁଣି ସେମାନଙ୍କୁ ଚିରା ବସ୍ତ୍ରରେ ଘୋଡ଼ାଇ ଦିଏ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

21 କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ।

Ver Capítulo Copiar

ଓଡିଆ ବାଇବେଲ

21 କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ ପୁଣି, ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ।

Ver Capítulo Copiar




ହିତୋପଦେଶ 23:21

Síguenos en:

Anuncios


Anuncios