La Biblia Online

- Anuncios -




ହିତୋପଦେଶ 24:12 - ପବିତ୍ର ବାଇବଲ

12 ତୁମ୍ଭେ ଏପରି କୁହ ନାହିଁ, “ଏହା ମୋର କର୍ତ୍ତବ୍ୟ ନୁହେଁ।” ଯେହେତୁ ସଦାପ୍ରଭୁ ସମସ୍ତ ବିଷୟ ଜାଣନ୍ତି। ସଦାପ୍ରଭୁ ତୁମ୍ଭର ପ୍ରତ୍ୟେକ କର୍ମକୁ ଦେଖୁଛନ୍ତି। ତୁମ୍ଭେ କ’ଣ ସବୁ କରୁଅଛ। ତେଣୁ ସଦାପ୍ରଭୁ ତୁମ୍ଭର ଉତ୍ତମ କାର୍ଯ୍ୟ ପାଇଁ ତୁମ୍ଭକୁ ପୁରସ୍କୃତ କରିବେ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

12 ଯେବେ ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବାକର୍ତ୍ତା କʼଣ ତାହା ବୁଝନ୍ତି ନାହିଁ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କʼଣ ତାହା ଜାଣନ୍ତି ନାହିଁ? ଆଉ, ସେ କʼଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ?

Ver Capítulo Copiar

ଓଡିଆ ବାଇବେଲ

12 ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବାକର୍ତ୍ତା କ’ଣ ତାହା ବୁଝନ୍ତି ନାହିଁ ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କ’ଣ ତାହା ଜାଣନ୍ତି ନାହିଁ ? ଆଉ, ସେ କ’ଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ ?

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବା କର୍ତ୍ତା କʼଣ ତାହା ବୁଝନ୍ତି ନାହିଁ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କʼଣ ତାହା ଜାଣନ୍ତି ନାହିଁ? ଆଉ, ସେ କʼଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ?

Ver Capítulo Copiar




ହିତୋପଦେଶ 24:12

Síguenos en:

Anuncios


Anuncios