La Biblia Online

- Anuncios -




ହିତୋପଦେଶ 25:1 - ପବିତ୍ର ବାଇବଲ

1 ଏଗୁଡ଼ିକ ହେଉଛି ଶଲୋମନଙ୍କ ରଚିତ ହିତୋପଦେଶ। ଏହି ହିତୋପଦେଶ ଗୁଡ଼ିକ ଯିହୁଦାର ରାଜା ହି‌‌‌ଷ୍‌‌‌କୀୟର ଲୋକମାନେ ଲେଖି ଥିଲେ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

1 ନିମ୍ନଲିଖିତ ହିତୋପଦେଶସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଷକୀୟର ଲୋକମାନେ ତାହା ଉତ୍ତାରିଥିଲେ।

Ver Capítulo Copiar

ଓଡିଆ ବାଇବେଲ

1 ନିମ୍ନଲିଖିତ ହିତୋପଦେଶ ସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଜକୀୟର ଅଧିକାରୀମାନେ ତାହା ଉତ୍ତାରିଥିଲେ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ନିମ୍ନଲିଖିତ ହିତୋପଦେଶ ସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଜକୀୟର ଅଧିକାରୀମାନେ ତାହା ଉତ୍ତାରି ଥିଲେ।

Ver Capítulo Copiar




ହିତୋପଦେଶ 25:1

Síguenos en:

Anuncios


Anuncios