ହିତୋପଦେଶ 25:16 - ପବିତ୍ର ବାଇବଲ16 ମଧୁ ନିଶ୍ଚିତ ଉତ୍ତମ। ମାତ୍ର ତୁମ୍ଭର ଆବଶ୍ୟକତାଠାରୁ ଅଧିକ ନିଅ ନାହିଁ। ଯଦି ତୁମ୍ଭେ ଅଧିକ ଖାଇବ, ତେବେ ତୁମ୍ଭେ ଅସୁସ୍ଥ ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ। Ver Capítuloଓଡିଆ ବାଇବେଲ16 ତୁମ୍ଭେ କି ମଧୁ ପାଇଅଛ ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ। Ver Capítulo |