ହିତୋପଦେଶ 25:27 - ପବିତ୍ର ବାଇବଲ27 ବହୁତ ମହୁ ଖାଇବା ଯେପରି ଉତ୍ତମ ନୁହେଁ। ସେହିପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବା ଭଲ ନୁହେଁ। Ver Capítuloପବିତ୍ର ବାଇବଲ (Re-edited) - (BSI)27 ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ। Ver Capítuloଓଡିଆ ବାଇବେଲ27 ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ। Ver Capítulo |