ହିତୋପଦେଶ 25:8 - ପବିତ୍ର ବାଇବଲ8 ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ। ଯଦି କେହି ତୁମ୍ଭକୁ ଭୁଲ୍ ବୋଲି ପ୍ରମାଣିତ କରେ, ତେବେ ତୁମ୍ଭେ ଲଜ୍ଜିତ ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)8 ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ? Ver Capítuloଓଡିଆ ବାଇବେଲ8 ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ ? Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ? Ver Capítulo |