ହିତୋପଦେଶ 27:1 - ପବିତ୍ର ବାଇବଲ1 କାଲି ଯାହା ଘଟିବ, ସେଥିପ୍ରତି ତୁମ୍ଭେ ଦର୍ପ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କାଲି କ’ଣ ଘଟିବାକୁ ଯାଉଛି। Ver Capítuloପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ। Ver Capítuloଓଡିଆ ବାଇବେଲ1 ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ। Ver Capítulo |