La Biblia Online

- Anuncios -




ହିତୋପଦେଶ 28:18 - ପବିତ୍ର ବାଇବଲ

18 ସେହି ଜଣେ ଯିଏ ନିର୍ଦ୍ଦୋଷ ଭାବରେ ଜୀବନଯାପନ କରେ, ସେ ନିଜକୁ ରକ୍ଷା କରେ। କିନ୍ତୁ ଜଣେ ଯିଏ ତା'ର ନିଜ ପଥକୁ ବିପଥରେ ନିଏ ସେ ଅକସ୍ମାତ୍ ପଡ଼ିଯିବ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

18 ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍ ପଡ଼ିବ।

Ver Capítulo Copiar

ଓଡିଆ ବାଇବେଲ

18 ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍‍ ପଡ଼ିବ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍‍ ପଡ଼ିବ।

Ver Capítulo Copiar




ହିତୋପଦେଶ 28:18

Síguenos en:

Anuncios


Anuncios