ହିତୋପଦେଶ 28:21 - ପବିତ୍ର ବାଇବଲ21 ଜଣେ ବିଗ୍ଭରକ ଜଣକର ମୁହଁ ଦେଖି ବିଗ୍ଭର କରିବା ଉଚିତ୍ ନୁହେଁ, କିଅବା ଲାଞ୍ଚ ନେଇ ବିଗ୍ଭର କରିବା ଉଚିତ୍ ନୁହେଁ। Ver Capítuloପବିତ୍ର ବାଇବଲ (Re-edited) - (BSI)21 ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ତେ ରୋଟୀ ପାଇଁ ଅଧର୍ମ କରିବା ଭଲ ନୁହେଁ। Ver Capítuloଓଡିଆ ବାଇବେଲ21 ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ। Ver Capítulo |