ହିତୋପଦେଶ 28:24 - ପବିତ୍ର ବାଇବଲ24 ଯେ ଆପଣା ମାତା କି ପିତାଙ୍କର ଧନ ଅପହରଣ କରି କହେ, “ଏଥିରେ କିଛି ଅଧର୍ମ ନାହିଁ,” ସେ ସଂହାରକର ସଙ୍ଗୀ ଅଟେ। Ver Capítuloପବିତ୍ର ବାଇବଲ (Re-edited) - (BSI)24 ଯେ ଆପଣା ପିତା କି ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ। Ver Capítuloଓଡିଆ ବାଇବେଲ24 ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାର କର ସଙ୍ଗୀ। Ver Capítulo |