ହିତୋପଦେଶ 28:3 - ପବିତ୍ର ବାଇବଲ3 ଯଦି ଶାସକ ଦରିଦ୍ରମାନଙ୍କୁ ଶୋଷଣ କରନ୍ତି, ସେହି ରାଜା ପ୍ଳାବନକାରୀ ବୃଷ୍ଟି ପରି। Ver Capítuloପବିତ୍ର ବାଇବଲ (Re-edited) - (BSI)3 ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ। Ver Capítuloଓଡିଆ ବାଇବେଲ3 ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଲାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ। Ver Capítulo |