ହିତୋପଦେଶ 29:10 - ପବିତ୍ର ବାଇବଲ10 ରକ୍ତପାତ ପ୍ରିୟ ଲୋକମାନେ, ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି। କିନ୍ତୁ ନ୍ୟାୟବାନ ଲୋକ ତା'ର ଜୀବନକୁ ରକ୍ଷା କରେ। Ver Capítuloପବିତ୍ର ବାଇବଲ (Re-edited) - (BSI)10 ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକି ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି। Ver Capítuloଓଡିଆ ବାଇବେଲ10 ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି। Ver Capítulo |