ହିତୋପଦେଶ 3:12 - ପବିତ୍ର ବାଇବଲ12 କାରଣ ସଦାପ୍ରଭୁ ଯେଉଁମାନଙ୍କୁ ଭଲପା’ନ୍ତି, ସେମାନଙ୍କୁ ଶାସନ କରନ୍ତି। ହଁ, ସଦାପ୍ରଭୁ ହେଉଛନ୍ତି ପିତାଙ୍କ ପରି। ପିତା ଯେପରି ଭଲ ପାଉଥିବା ପୁତ୍ରଙ୍କୁ ଶାସ୍ତି ବିଧାନ କରନ୍ତି, ସଦାପ୍ରଭୁ ସେହିପରି ଶାସ୍ତିବିଧାନ କରନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)12 କାରଣ ଯେପରି ପିତା ଆପଣା ସନ୍ତୋଷପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଶାସନ କରନ୍ତି। Ver Capítuloଓଡିଆ ବାଇବେଲ12 କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି। Ver Capítulo |