ହିତୋପଦେଶ 3:14 - ପବିତ୍ର ବାଇବଲ14 ରୂପାର ବାଣିଜ୍ୟଠାରୁ ଜ୍ଞାନ ଅଧିକ ଲାଭଦାୟକ, ସୁନା ବ୍ୟବସାୟଠାରୁ ବିଦ୍ୟା ମଧ୍ୟ ଅଧିକ ଲାଭଦାୟକ। Ver Capítuloପବିତ୍ର ବାଇବଲ (Re-edited) - (BSI)14 ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ। Ver Capítuloଓଡିଆ ବାଇବେଲ14 ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ। Ver Capítulo |